ବାରିପଦା : ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ୪୯ ନମ୍ବର ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ମୁହାଁମୁହିଁ ହୋଇଛନ୍ତି ୨ଟି ଟ୍ରକ୍ । ଘଟଣାସ୍ଥଳରେ ଜଣେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଏକ ଟ୍ରକର ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି।
ଆହତ ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ବାଙ୍ଗିରିପୋଷି ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଜାତୀୟ ରାଜପଥରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି।
Comments are closed, but trackbacks and pingbacks are open.