ଆଜିର ରାଶିଫଳ

ମେଷ: କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଅସ୍ଥିରତା କାରଣରୁ କାର୍ଯ୍ୟହାନି ହୋଇପାରେ । ସାଂସାରିକ ଖର୍ଚ୍ଚାନ୍ତ ଦେଖାଦେବ । ମହିଳାମାନେ ଅପଯଶ ପାଇବେ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍ ।
ବୃଷ : କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ଅତିଥିଙ୍କ ଆଗମନ ହୋଇପାରେ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭଅଙ୍କ-୮, ଶୁଭରଙ୍ଗ-କଳା ।
ମିଥୁନ: ତୃତୀୟ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମକ୍ଷେତ୍ରରେ ଉଚ୍ଚ ଆଶା ପୂରଣ ହେବ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ରାଜନୀତିରେ ସମ୍ମାନ ପାଇବେ । ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କର୍କଟ: ଘାତଚନ୍ଦ୍ର କାରଣରୁ କର୍ମକ୍ଷେତ୍ରରେ ବିଷମତା ରହିବ । ସାଂସାରିକ ଖର୍ଚ୍ଚାନ୍ତ ଓ ଚିନ୍ତିତ ରହିବେ । ରାଜନୀତିରେ ବିରୋଧି ବୃଦ୍ଧି ପାଇବେ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
ସିଂହ: ଶ୍ରୀଚନ୍ଦ୍ର କାରଣରୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ସାଂସାରିକ ବନ୍ଧୁ ବାନ୍ଧବଙ୍କ ସହଯୋଗ ପାଇବେ । ·କିରିରେ ପ୍ରଶଂସା ପାଇବେ । ପରିବହନ ଓ ବାଣିଜ୍ୟରେ ସନ୍ତୋଷ ଜନକ ଫଳ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
କନ୍ୟା:କୃଷ୍ଣ ପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଉଦ୍ଯୋଗ କରି ସଫଳ ହେବେ । ସାଂସାରିକ ପରିଶ୍ରମ ମୁତାବକ ଫଳ ପାଇବେ । ଚାକିରିରେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ସ୍ୱଳ୍ପ ଲାଭ ହେବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।
ତୁଳା: ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌରସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳ ହେବେ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ମନମୁତାବକ ଫଳ ପାଇବେ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ବିଛା: ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ ଆଶା ମୁତାବକ ସୁଫଳ ପାଇବେ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତିର ସୁଯୋଗ ପ୍ରାପ୍ତି ହେବ । ରାଜୀନତିରେ ଲୋକ ସଂପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ଧନୁ: କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କାର୍ଯ୍ୟ ସ୍ଥଗିତ ରହିବ । ସାଂସାରିକ ଅବହେଳା ରହିବ । ·କିରିରେ ଚାପରହିବ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍ ।
ମକର: ଅଷ୍ଟମ ଭାବରେ ଘାତଚନ୍ଦ୍ର କାରଣରୁ ଜଟିଳ ପରିସ୍ଥିତି ଦେଇ କରି କରିବେ । ସାଂସାରିକ ଅର୍ଥହାନି ଓ ମନସ୍ତାପ ରହିବ । ·କିରିରେ ସହକର୍ମୀଙ୍କ ସହ ମନାନ୍ତର ହୋଇପାରେ । ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୮, ଶୁଭ ରଙ୍ଗ-କଳା ।
କୁମ୍ଭ: ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ସାଂସାରିକ ସୁଖୀ ରହିବେ । ରାଜନୀତିରେ ସୁନାମ ପାଇବେ । ମହିଳାମାନେ ଯଶ କୀର୍ତ୍ତି ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।ମୀନ: ଷÂ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମର ଫଳ ମିଳିବ । ସାଂସାରିକ ଉତ୍ତମ ବୁଝାମଣା ରହିବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭଅଙ୍କ-୨, ଶୁଭ ରଙ୍ଗ- ସିଲିଭର ।