ଭିଜିଲାନ୍ସ ଜାଲରେ କାର୍ୟ୍ୟ ନିର୍ବାହୀ ଯନ୍ତ୍ରୀ

Get real time updates directly on you device, subscribe now.

ନୟାଗଡ଼: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ କାର୍ୟ୍ୟ ନିର୍ବାହୀ ଯନ୍ତ୍ରୀ ବିନୟ ସୁବୁଦ୍ଧିଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି।
ଏକାସଙ୍ଗରେ ୮ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ଉ କରାଯାଇଛି। ନୟାଗଡ଼ରେ ଥିବା ତାଙ୍କ ଅଫିସ,ସରକାରୀ କ୍ୱାର୍ଟର୍ସ, ଦୁଇଟି ଫ୍ଲାଟ ସହ ପୁରୀ ଓ ବ୍ରହ୍ମପୁର ଆଦି ସ୍ଥାନରେ ଏହି ଚଢ଼ଉ ହୋଇଛି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons