ଆଜିର ରାଶିଫଳ

Get real time updates directly on you device, subscribe now.

ମେଷ: ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଚଳଚଞ୍ଚଳ ରହିବେ । ଆର୍ଥିକ ସ୍ଥିତି ପରିବର୍ତ୍ତନ ଆସିବ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
ବୃଷ: ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଯୋଜନା କରି ସଫଳ େ ହବେ । ସାଂସାରିକ ଧର୍ମାଦି କାର୍ଯ୍ୟରେ ବ୍ୟସ୍ତ ରହିବେ । ଚାକିରିରେ ନିÂାପର ରହିବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲ୍ଭର ।
ମିଥୁନ: ଅଷ୍ଟମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ପରିଶ୍ରମ ବୃଥା ଯିବ । ସାଂସାରିକ କଳହ ଓ ଅଶାନ୍ତି ରହିବ । ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ । ଚାକିରିରେ କାର୍ଯ୍ୟଭାର ରହିବ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।
କର୍କଟ: ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଦେହ ଓ ମନ ଭଲ ରହିବ । ଆୟ ଖୁବ୍ ଭଲ ହେବ । ସାଂସାରିକ ଆନନ୍ଦ ଉତ୍ସବ ଲାଗି ରହିବ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।
ସିଂହ: ଷÂ ଭାବରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ଶତ୍ରୁ ବୃଦ୍ଧି ହେବେ । ସାଂସାରିକ ଉତ୍ତେଜନା ଭିତରେ କାର୍ଯ୍ୟ ତୁଲାଇବେ । ମହିଳାମାନେ ଚିନ୍ତାରେ ରହିବେ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୫ ଶୁଭ ରଙ୍ଗ-ସବୁଜ ।
କନ୍ୟା: ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ସୁଫଳ ପାଇବେ । ସାଂସାରିକ ସନ୍ତାନ ସନ୍ତତିମାନେ ଉନ୍ନତି କରିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ତୁଳା: ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ । ସାଂସାରିକ ପ୍ରତିକୂଳ ସ୍ଥିତି ରହିବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ବିଶେଷ ସୁଫଳ ମିଳିବ ନାହିଁ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ବିଛା: ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ଭ୍ରାତୃଭଗ୍ନୀଙ୍କର ସହଯୋଗ ମିଳିବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍ ।
ଧନୁ: ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ସାଂସାରିକ ଚଳଚଞ୍ଚଳ ରହିବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍ଭର ।
ମକର: ଶ୍ରୀଚନ୍ଦ୍ର କାରଣରୁ ବିଭିନ୍ନ ଉପାୟରେ ଅର୍ଥାଗାମ ହେବ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ । ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ନୀଳ ।
କୁମ୍ଭ: ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ଚେଷ୍ଟା କରି ଅସଫଳ ହେବେ । ସାଂସାରିକ ସମସ୍ୟା ରହିବ । ରାଜନୀତିରେ ଲୋକପ୍ରିୟତା ହ୍ରାସ ପାଇବ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ । ମୀନ: ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହେବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାଜନକ ଫଳ ମିଳିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons