ଆଜିର ରାଶିଫଳ

Get real time updates directly on you device, subscribe now.

ମେଷ: ସପ୍ତମ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଆଗେଇବେ । ପାରିବାରିକ ସୁଖ ଶାନ୍ତି ପ୍ରାପ୍ତି ହେବ । ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
ବୃଷ: ଷÂରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ଦିନର ଆଶା ପୂରଣ ହେବ । ସାଂସାରିକ ଅର୍ଥ ପ୍ରାପ୍ତି ଯୋଗ ରହିଛି । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା ।
ମିଥୁନ: କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଅଭାବ ଅସୁବିଧା ଦେଖାଦେଇପାରେ । ଚାକିରିରେ ଅସୁବିଧାରେ ରହିବେ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭଅଙ୍କ-୧, ଶୁଭରଙ୍ଗ-ପିଙ୍କ୍ ।
କର୍କଟ: କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ପାଇବେ । ସାଂସାରିକ ଅତିଥିଙ୍କ ଆଗମନ ହୋଇପାରେ । ରାଜନୀତିରେ ପ୍ରଶଂସିତ ହେବେ । ବାଣିଜ୍ୟରେ ବହୁତ ଭଲ ଫଳ ପାଇବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।
ସିଂହ: ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ଦକ୍ଷତା ପାଇଁ ସଫଳତାର ଶୀର୍ଷରେ ପହଞ୍ଚିପାରନ୍ତି । ସାଂସାରିକ ଭ୍ରାତୃଭଗ୍ନୀଙ୍କର ସହଯୋଗ ମିଳିବ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କନ୍ୟା: କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଆର୍ଥିକ କ୍ଷେତ୍ରରେ ପଛେଇ ରହିବେ । ସାଂସାରିକ ସମସ୍ୟା ଭିତରେ ଗତି କରିବେ । ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ତୁଳା: ଚନ୍ଦ୍ରଙ୍କ ସ୍ୱପାରଗମନ ହେତୁ ଆମୋଦପ୍ରମୋଦ ଭିତରେ କଟିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ବିଛା: କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ପ୍ରଚେଷ୍ଟା ପରେ ସଫଳତା ପାଇବେ । ସାଂସାରିକ କିଛିଟା ଅର୍ଥ ପ୍ରାପ୍ତି ହୋଇପାରେ । ଚାକିରିରେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ସ୍ୱଳ୍ପ ଲାଭ ହେବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ଧନୁ: ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି ବଡ଼ ଧରଣର କାର୍ଯ୍ୟରେ ସଫଳତା ପାଇବେ । ସାଂସାରିକ ଧନ ସମ୍ମାନ ପ୍ରାପ୍ତି ହେବ । ଚାକିରିରେ ପ୍ରଶଂସିତ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍ ।
ମକର: ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ସମାଜରେ ପ୍ରତିÂା ବୃଦ୍ଧ ପାଇବ । ସାଂସାରିକ ମୂଲ୍ୟବାନ ଦ୍ରବ୍ୟାଦି କ୍ରୟ କରିପାରନ୍ତି । ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
କୁମ୍ଭ: କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ମନେ ହେବ । ସାଂସାରିକ ସଂସ୍କାର ବୃଦ୍ଧି ପାଇବ । ଚାକିରିରେ ଦାୟିତ୍ୱକୁ ନେଇ ଚିନ୍ତାରେ ରହିବେ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା । ମୀନ: ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ କଳହ ଓ ଅଶାନ୍ତି ଦେଖାଦେଇପାରେ । ଚାକିରିରେ ଅସୁବିଧାରେ ସମ୍ମୁଖୀନ ହେବେ । ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons