ଆଜିର ରାଶିଫଳ

Get real time updates directly on you device, subscribe now.

ମେଷ: ଦୁଃସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କେତେକ ବିଷୟକୁ ନେଇ ଚିନ୍ତା ରହିବ । ସାଂସାରିକ ମନସ୍ତାପ ରହିବ । ଚାକିରିରେ ଚାପ ରହିବ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୯, ଶୁଭ ରଙ୍ଗ-ଲାଲ୍ ।
ବୃଷ:ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ର ଉତ୍ସାହଜନକ ରହିବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ମହିଳାମାନେ ଆଦର ସମ୍ମାନ ପାଇବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ମିଥୁନ: ଷÂ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୁଃସାହସିକ ଭିତ୍ତିରେ କର୍ମ କରିବେ । ସାଂସାରିକ ସହଯୋଗ ପାଇବେ । ଚାକିରିରେ ନିÂାପର ରହିବେ । ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲ୍ଭର ।
କର୍କଟ: ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ବାରମ୍ବାର ଚେଷ୍ଟା କରି ସଫଳ ହେବେ । ସାଂସାରିକ ସୁଖୀ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
ସିଂହ: ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କେତେକ କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ । ସାଂସାରିକ ପଡେ଼ାଶୀଙ୍କ ସହ ମନାନ୍ତର ହୋଇପାରେ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
କନ୍ୟା: ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ନିଜର ଚତୁର ବୁଦ୍ଧି ଦ୍ୱାରା କାର୍ଯ୍ୟ ସମାପନ କରିବେ । ସାଂସାରିକ ଉନ୍ନତି କରିବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
ତୁଳା: ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ବିଛା: ଶ୍ରୀଚନ୍ଦ୍ର କାରଣରୁ ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ । ସାଂସାରିକ ଆଭୁଷଣ ପ୍ରାପ୍ତି ହୋଇପାରେ । ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୭, ଶୁଭ ରଙ୍ଗ-କଫି ।
ଧନୁ:ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବ୍ୟୟ ବହୁଳତା ରହିବ । ସାଂସାରିକ ଚିନ୍ତାରେ ରହିବେ । ଚାକିରିରେ ପ୍ରତିକୂଳତା ରହିବ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍ ।
ମକର: ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୀର୍ଘଦିନର ସ୍ୱପ୍ନ ସାକାର ହେବ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
କୁମ୍ଭ: ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବିଭିନ୍ନ ଉପାୟରେ ଅର୍ଥାଗାମ ହେବ । ସାଂସାରିକ ଚଳଚଞ୍ଚଳ ରହିବେ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଉନ୍ନତି କରିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।ମୀନ: ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ସଫଳ ହେବେ । ସାଂସାରିକ ସୁଖୀ ରହିବେ । ମହିଳାମାନେ ଧର୍ମ ପରାୟଣା ହେବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons