ପୂର୍ବତନ କଂଗ୍ରେସ ବିଧାୟକ ବିଜୟ କୁମାର ନାୟକଙ୍କ ପରଲୋକ

Get real time updates directly on you device, subscribe now.

ଜଗତସିଂହପୁର : ପୂର୍ବତନ କଂଗ୍ରେସ ବିଧାୟକ ବିଜୟ କୁମାର ନାୟକଙ୍କ ପରଲୋକ ହୋଇଛି । ମୃତ୍ୟୁ ବୋଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ ବିଜୟ ନାୟକ । ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ସକାଳେ ତାଙ୍କର ପରଲୋକ ହୋଇଛି ।
ଜଗତସିଂହପୁର ଜିଲ୍ଲାର ଏରସମା ବ୍ଲକ୍ ଅନ୍ତର୍ଗତ ଗୋବିନ୍ଦପୁର ଗାଁରେ ଜନ୍ମଗ୍ରହଣ କରିଥିଲେ ବିଜୟ ନାୟକ । ସେ ୧୯୯୫ରୁ ୨୦୦୦ମସିହା ପର୍ୟ୍ୟନ୍ତ ଏରସମା ନିର୍ବାଚନ ମଣ୍ଡଳୀରୁ ବିଧାୟକ ଥିଲେ ବିଜୟ କୁମାର ନାୟକ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons