ତୃତୀୟ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଖୋଜା ଚାଲିଛି, ମିଳିଛି ୧୫ ଜଣଙ୍କ ସନ୍ଧାନ

Get real time updates directly on you device, subscribe now.

ଭୁବନେଶ୍ୱର : ରାଜ୍ୟରେ ବାହାରିଥିବା ତୃତୀୟ କରୋନା ପଜିଟିଭ ସଂସ୍ପର୍ଶରେ ୧୧୨ଜଣ ଆସିଛନ୍ତି । ସେମାନଙ୍କ ମଧ୍ୟରୁ ୧୫ଜଣଙ୍କ ପତା ମିଳିଛି । ସେଥିରୁ ୧୧ଜଣଙ୍କ ରକ୍ତ ନମୂନା ପରୀକ୍ଷା ପାଇଁ ପଠାଯାଇଛି । ସେମାନଙ୍କ ମଧ୍ୟରୁ ଜଣଙ୍କର ନେଗେଟିଭ୍ ଆସିଥିବା ବେଳେ ବାକି ୧୦ଜଣଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି । ଏନେଇ ଆଜି ସୂଚନା ଦେଇଛନ୍ତି କୋଭିଡ୍-୧୯ ମୁଖପାତ୍ର ସୁବ୍ରତ ବାଗଚୀ ।ରାଜ୍ୟରେ ୩ୟ କରୋନା ପଜିଟିଭ ଚିହ୍ନଟ ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଖୋଲତାଡ ଆରମ୍ଭ ହୋଇଛି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons