ଆଜି ପବିତ୍ର ଇଦ୍ ଉଲ୍ ଫିତର

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): ଆଜି ପବିତ୍ର ଇଦ୍ । ଇସଲାମ ଧର୍ମାବଲମ୍ବୀଙ୍କ ବଡ଼ ପର୍ବ ଇଦ୍ ଉଲ୍ ଫିତର । ସାରା ଦେଶରେ ହଷ ଉଲ୍ଲାସର ସହ ପାନଳ ହେଉଛି ଏହି ପର୍ବ । ରବିବାର ଚାନ୍ଦ ଦେଖିବା ପରେ ଆଜି ଇଦ୍-ଉଲ୍-ଫିତର ପାଳୁଛନ୍ତି ମୁସଲିମ୍ ଧର୍ମାବଲମ୍ବୀ । ମାସ ଯାକ ରୋଜା ପାଳିଥିବା ମୁସଲିମ ଭାଇ ଭଉଣୀମାନେ ଏହି ଦିନରେ ପରସ୍ପରକୁ ଶୁଭେଚ୍ଛା ଜଣାଇଥାନ୍ତି । ଉଦ୍-ଉଲ୍-ଫିତରରେ ସମୂହ ନମାଜ ପାଠ କରାଯାଇଥାଏ । ଏଥର କରୋନା କଟକଣା ଲାଗି ମସଜିଦ୍ ବନ୍ଦ ଥିବାରୁ ସମୂହ ନମାଜ ପାଠକୁ ଅନୁମତି ମିଳିନାହିଁ । ଫରେ ବସି ନମାଜ ପାଠ କରିବାକୁ ମୁସଲିମ ଧର୍ମଗୁରୁମାନେ ଅନୁରୋଧ କରିଛନ୍ତି । ସେହିଭଳି କୋଭିଡ୍ ଗାଇଡଲାଇନ୍ରେ କଡ଼ାକଡ଼ି ପାଳନ କରିବାକୁ ମଧ୍ୟ ସମସ୍ତଙ୍କୁ ନିବେଦନ କରାଯାଇଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons