ବାଲେଶ୍ୱର,(ବି.ବି.ନୁ୍ୟଜ୍): ବାଲେଶ୍ୱର ଜିଲ୍ଲା ସଦର ବ୍ଲକ ରସାଲପୁର ଗାଁରେ ଗ୍ୟାସ ସିଲିଣ୍ଡର ଫାଟି ୪ ଜଣ ଗୁରୁତର ହୋଇଛନ୍ତି । ସ୍ଥାନୀୟ ଲୋକେ ପ୍ରଥମେ ସେମାନଙ୍କୁ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରିଥିଲେ । ମାତ୍ର ସେଠାରେ ଅବସ୍ଥା ଗୁରୁତର ହେବାରୁ ୨ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଗ୍ୟାସ ସିଲିଣ୍ଡର ଫାଟି ଲାଗିଥିବା ନିଆଁ ବ୍ୟାପି ଏକ ଚାଳଘର ପୋଡ଼ିଯାଇଛି । ଏଥିଯୋଗୁ ଗୋଟିଏ ପରିବାର ସର୍ବସ୍ୱାନ୍ତ ହୋଇଯାଇଥିବା ଜଣାଯାଇଛି ।
Comments are closed, but trackbacks and pingbacks are open.