ନଭେମ୍ବର ୩ରେ ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ

Get real time updates directly on you device, subscribe now.

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ। ନଭେମ୍ବର ୩ରେ ଉଭୟ ନିର୍ବାଚନ ମଣ୍ଡଳି ପାଇଁ ଭୋଟ ଗ୍ରହଣ ହେବ । ନଭେମ୍ବର ୧୦ରେ ଭୋଟ ଗଣତି ହେବ।ଏଥିନିମନ୍ତେ ଅକ୍ଟୋବର ୯ରେ ଉଭୟ ନିର୍ବାଚନ ମଣ୍ଡଳି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଅକ୍ଟୋବର ୧୬ ନାମାଙ୍କନ ପତ୍ର ଦାଖଲର ଶେଷ ଦିବସ। ଅକ୍ଟୋବର ୧୭ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ୧୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରାଯିବ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons