
ଭୁବନେଶ୍ୱର,(ବି.ବି.ବୁ୍ୟରୋ): କରୋନାରେ ଆକ୍ରାନ୍ତ ହୋଇ ଜୀବନ ହରାଇଥିବା ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ପରିବାରକୁ ସରକାର ଦେଇଛନ୍ତି ସହାୟତା । ସ୍ୱର୍ଗତ ପ୍ରଧାନଙ୍କ ପତ୍ନୀଙ୍କୁ ରାଜ୍ୟ ସରକାର ୧୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି ଆଜି ସ୍ୱର୍ଗତ ପ୍ରଧାନଙ୍କ ପତ୍ନୀ ସସ୍ମିତା ସ୍ୱାଇଁଙ୍କୁ ୧୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି ।


Comments are closed, but trackbacks and pingbacks are open.