ଭୁବନେଶ୍ୱର,(ବି.ବି.ବ୍ୟୁରୋ): ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାବିସ୍ଙ୍କୁ ସାକ୍ଷାତ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ଧର୍ମେଦ୍ର ପ୍ରଧାନ । ଏହି ସାକ୍ଷାତ ଆଲୋଚନା ସମୟରେ ମହାରାଷ୍ଟ୍ରର ବିକାଶ ପାଇଁ ବିଭିନ୍ନ ବିଷୟ ଉପରେ ଆଲୋଚନା ହୋଇଛି ବୋଲି ସେ ଟ୍ୱିଟ କରି ଜଣାଇଛନ୍ତି । ରାଜ୍ୟରେ ତୈଳ ଓ ଗ୍ୟାସ ଭିତ୍ତିଭୂମିକୁ ମଜବୁତ କରିବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି ।
Comments are closed, but trackbacks and pingbacks are open.