ହକି ବିଶ୍ୱକପ୍ ପାଇଁ ବିହାର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

Get real time updates directly on you device, subscribe now.

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ବିହାର ରାଜଧାନୀ ପାଟନା ଯାଇ ନୀତିଶଙ୍କୁ ସ୍ୱତନ୍ତ୍ର ଭାବେ ନିମନ୍ତ୍ରଣ କରିଛନ୍ତି । ବିହାର ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ବେଳେ ନିମନ୍ତ୍ରଣ ପତ୍ର ସହ ହକି ଟି-ସାର୍ଟ ଓ ରୁପା ଅଶୋକ ଚକ୍ର ପ୍ରଦାନ କରିଛନ୍ତି । ଏହି ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରିନ୍ସିପାଲ ସେକ୍ରେଟାରୀ ସଞ୍ଜୟ କୁମାର ସିଂ ଉପସ୍ଥିତ ଥିଲେ ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ।ଯଥାସମ୍ଭବ ଓଡ଼ିଶା ଆସି ହକି ମହାକୁମ୍ଭରେ ସାମିଲ ହେବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons