ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ମାନସିକ ଅନଗ୍ରସର ନିୟତି ସ୍କୁଲରେ ବିଶ୍ୱ ମାନସିକ ସ୍ବାସ୍ଥ୍ୟ ଦିବସ ପାଳନ

Get real time updates directly on you device, subscribe now.

{ ଗଜପତିରୁ ରେଣୁବାଳା ବେହେରାଙ୍କ ରିପୋର୍ଟ } : ସ୍କୁଲର ଅଧ୍ୟାପିକା ସ୍ନେହଲତା ପାଣିଗ୍ରାହୀ ଙ୍କ ସଭାପତିତ୍ବରେ
ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଆଇନ ସେବା ପ୍ରାଧିକରଣ DlAS ଶ୍ରୀ ବିମଳ ରାଉତ ମହୋଦୟ ଯୋଗ ଦେଇ ପିଲାମାନଙ୍କ ସ୍ବାସ୍ଥ୍ୟବିଷୟରେ କହିଥିଲେ, ଶ୍ରବଣଶକ୍ତି, ଏବଂ କହିବାଶକ୍ତି ଉପରେ ବହୁତ୍ ସୁନ୍ଦର ଭାବରେ ବୁଝାଇଥିଲେ,
ନିୟତି ସ୍କୁଲ୍ ସମ୍ପାଦିକା ଶ୍ରୀମତି ତନୁଜା ଶତପଥି ପିଲାମାନଙ୍କ ମଙ୍ଗଳ କାମନା କରିଥିଲେ, ସେ କହିଥିଲେ, ସମର୍ଥ ଅଛନ୍ତି ପିଲାମାନେ ବହୁତ୍ କିଛି ଆଗକୁ କରିପାରିବେ | ଭୌତିକ ଚିକିତ୍ସା ଡ୍ ଅରୁଣ କୁମାର ନାୟକ ଯୋଗ ଦେଇ ଭୌତିକ ଚିକିତ୍ସା ଉପରେ କହିଥିଲେ | ଏହି କାର୍ଯ୍ୟକର୍ମ କୁ ଯୋଛନା ଡାକୁଆ, ସୁନିତ ଗମାଙ୍ଗ,ସହଯୋଗ କରିଥିଲେ, ଶେଷରେ ଅରୁଣ ନାୟକ ଧନ୍ୟବାଦ୍ ଅର୍ପଣ କରିଥିଲେ |

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons