{ ଗଜପତିରୁ ରେଣୁବାଳା ବେହେରାଙ୍କ ରିପୋର୍ଟ } : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟ ଖେଳ ପଡ଼ିଆ ଠାରେ ହୋଇଥିବା ୭୭ ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ଅବସରରେ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ଭୁପତିଙ୍କୁ ଜିଲ୍ଲାର ଜଣେ ଅପ୍ରତିଦ୍ୱନ୍ଦୀ ସୁଦକ୍ଷ ଥାନା ଅଧିକାରୀ ଭାବରେ ନିଜର କର୍ତ୍ତବ୍ୟ ସମ୍ପାଦନ କରି ଯଥେଷ୍ଟ ସମ୍ମାନରେ ସମ୍ମାନିତ କରାଯାଇଛି।ଶ୍ରୀ ଭୂପତିଙ୍କୁ ଗଜପତି ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ସମ୍ମାନୀତ କରିଛନ୍ତି।ଏହି କାର୍ଯ୍ୟକ୍ରମରେ ଗଜପତି ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା, ବନଖଣ୍ଡ ଅଧିକାରୀ କେ ନାଗରାଜୁ ପ୍ରମୁଖ ଉପସ୍ଥିତ ଥିଲେ |


Comments are closed, but trackbacks and pingbacks are open.