ମେଷ: ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ ଉଚ୍ଚ ଆଶା ସଫଳ ହେବ । ସାଂସାରିକ ଭାତୃଭଗ୍ନୀଙ୍କର ସହଯୋଗ ମିଳିବ । ରାଜନୀତିରେ ପ୍ରଭାବଶାଳୀ ରହିବେ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭଅଙ୍କ-୧, ଶୁଭରଙ୍ଗ-ପିଙ୍କ୍ ।
ବୃଷ: କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ବିଳମ୍ବ ଓ ସମସ୍ୟା ରହିବ । ସାଂସାରିକ କିଛିଟା ଅଶାନ୍ତି ରହିବ । ·କିରିରେ ଅସହଯୋଗ ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ମନ୍ଥରତା ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ମିଥୁନ: ଚନ୍ଦ୍ରଙ୍କ ସ୍ୱପାରଗମନ ହେତୁ କର୍ମକ୍ଷେତ୍ରରେ ସହଯୋଗ ରହିବ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସଂପର୍କ ରହିବ । ମହିଳାମାନେ ପରିଶ୍ରମୀ ହେବେ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
କର୍କଟ: କୃଷ୍ଣ ପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ପରିଶ୍ରମ କରି ସଫଳ ହେବେ । ସାଂସାରିକ ଦୂରଯାତ୍ରା କରିପାରନ୍ତି । ·କିରିରେ ନିଷ୍ଠାପର ରହିବ । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଲାଭ ହେବ ।ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ସିଂହ: ଲାଭ ସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୀର୍ଘଦିନରେ ସ୍ୱପ୍ନ ସାକାର ହେବ । ସାଂସାରିକ ସୁଖ ସମ୍ମାନ ପାଇବେ । ·କିରିରେ ମାନ ମର୍ଯ୍ୟାଦା ବୃଦ୍ଧି ହେବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍ ।
କନ୍ୟା: ଦଶମ ଭାବରେ ଘାତଚନ୍ଦ୍ର କାରଣରୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଉତ୍ତେଜନା ରହିବ । ସାଂସାରିକ ଚିନ୍ତା ରହିବ । ମହିଳାମାନେ ଚିନ୍ତାରେ ରହିବେ । ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭଅଙ୍କ-୮, ଶୁଭ ରଙ୍ଗ-କଳା ।
ତୁଳା: କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଅବହେଳା ରହିବ । ସାଂସାରିକ ଉଦାରମନା ରହିବେ । ରାଜନୀତିରେ ବ୍ୟସ୍ତତା ଭିତରେ କଟିବ । ପରିବହନ ଓ ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।
ବିଛା: ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଠକାମୀରେ ପଡପାରନ୍ତି । ସାଂସାରିକ ଅସହଯୋଗ ମନେ ହେବ । ·କିରିରେ କତ୍ତୃପକ୍ଷଙ୍କର ଚାପ ରହିବ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ଧନୁ: ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ସୁଖ ସମ୍ମାନ ପ୍ରାପ୍ତି ହେବ । ମହିଳାମାନେ ଆଦରଶୀୟା ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୮, ଶୁଭରଙ୍ଗ-ବାଇଗଣି ।
ମକର: ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଦୁଃସାହସିକ ଭିତ୍ତିରେ କର୍ମ ସମ୍ପାଦନ କରିବେ । ସାଂସାରିକ ଅର୍ଥପ୍ରାପ୍ତି ହେବ । ·କିରିରେ ନିଷ୍ଠାପର ରହିବ । ପରିବହନ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍ ।
କୁମ୍ଭ: କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶଈଳ ହେତୁ କର୍ମକ୍ଷେତ୍ରରେ ଅସ୍ଥିରତା କାରଣରୁ କାର୍ଯ୍ୟତୃଟି କରିପାରନ୍ତି । ସାଂସାରିକ ଅବହେଳା ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।ମୀନ: କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସୁନାମ ପାଇବେ । ସାଂସାରିକ ଚଳଚଞ୍ଚଳ ରହିବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ସୁଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍ ।
Comments are closed, but trackbacks and pingbacks are open.