ପାରଳାଖେମୁଣ୍ଡି ସ୍ଥିତ ସରସ୍ବତୀ ଶିଶୁ ବିଦ୍ଯା ମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ

Get real time updates directly on you device, subscribe now.

{ ଗଜପତିରୁ ରେଣୁବାଳା ବେହେରାଙ୍କ ରିପୋର୍ଟ } : ପାରଳାଖେମୁଣ୍ଡି ସ୍ଥିତ ସରସ୍ବତୀ ଶିଶୁ ବିଦ୍ଯା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ବଡ଼ ହର୍ଷ ଉ ଉଲ୍ଲାସ ମହାସ ও ପ୍ରାରମ୍ଭ ଠାରୁ ଦ୍ବିତୀୟ ହାସମାରୋହରେ ସହିତ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଶିଶୁ ପ୍ରାର ଶ୍ରେଣୀ ପର୍ଯ୍ୟନ୍ତ ୮୦ରୁ ଅଧୂକ କୁନିକୁନି ଭାଇଭଉଣୀ ମାନେ ରାଧା ଓ କୃଷ୍ଣ ବେଶରେ ସଜ୍ଜିତ ହୋଇ ବିଦ୍ୟାଳୟକୁ ଆସିଥିଲେ।ଉକୁ କାର୍ଯ୍ୟକ୍ରମ ମଟି ବିଦ୍ୟାଳୟ ପରିଚାଳନା କମିଟିର ଉପ- ସଭାପତି ଶ୍ରୀ ଶ୍ରୀଯୁକ୍ତ ସଂଜୟ ଜେନାଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥୁ ରୂପେ ସ୍ଥାନୀୟ ଉପ-କାରାଗାରର ଅଧୂକ୍ଷକ ଶ୍ରୀଯୁକ୍ତ କାମାକ୍ଷୀ ପ୍ରସାଦ ପତି, ମୁଖ୍ୟବକ୍ତା ରୂପେ ସ୍ଥାନୀୟ ଦେବୀ ମଠର ମହନ୍ତି ପୂଜ୍ଯଶ୍ରୀ ରାମାନନ୍ଦ ଦାଶ ମହାରାଜ,ବିଦ୍ୟାଳୟ ପରିଚାଳନା କମିଟିର ସମ୍ପାଦକ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପଟ୍ଟନାୟକ, କୋଷାଧ୍ୟକ୍ଷ ଶ୍ରୀଯୁକୃ ପ୍ରମୋଦ ଚନ୍ଦ୍ର ପାଢ଼ୀ,ସଦସ୍ୟା ଶ୍ରୀମତୀ ସରିତା ପାଣିଗ୍ରାହୀ ଓ ଶ୍ରୀମତୀ ସୁଜାତା ଗମାଙ୍ଗ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ବିଦ୍ୟାଳୟରେ ଏକ ଶ୍ରୀ କୃଷ୍ଣ ଭକ୍ତି ଆଧାରିତ ନୃତ୍ୟବିଚିତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥ୍‌ଲା । ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡାଙ୍କ ତୱାବଧାନରେ ତଥା ଅନ୍ୟ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗରେ ସଫଳ ମଣ୍ଡିତ ହୋଇଥିଲା। ଏହି ଅବସରରେ ବିଦ୍ୟାଳୟ ପରିସର ମଧ୍ୟରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ଦହି ହାଣ୍ଡି ଭଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।କାର୍ଯ୍ୟକ୍ରମର ଆରମ୍ଭରେ ଆଚାର୍ଯ୍ୟା ଶ୍ରୀମତୀ ଶୈଳେଷ୍ମା ଖଡ୍ଗରାୟ ଭାଗବତ ପାଠ କରିଥ‌ିବା ବେଳେ କାର୍ଯ୍ୟକ୍ରମର ଶେଷରେ ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ଶ୍ରୀଯୁକ୍ତ ମୂରଲୀ ମୋହନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons