ଭୁବନେଶ୍ୱର: ତାଳଚେର ବିଧାୟକ ବ୍ରଜ ପ୍ରଧାନଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ନିଆଁ ଲାଗିଯାଇଛି। ଏଥିରେ ଦୁଇଟି ଦାମୀ କାର୍, ଦୁଇଟି ବାଇକ୍ ଓ ଗୋଟିଏ ସାଇକେଲ୍ ପୋଡ଼ି ଯାଇଛି।
ଗତକାଲି ବିଳମ୍ବିତ ରାତ୍ରିରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ ବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲା। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।
Comments are closed, but trackbacks and pingbacks are open.