ଗାନ୍ଧିଜୀଙ୍କର ୧୫୦ ଜୟନ୍ତୀ ଅବସରରେ ଫଟୋ ପ୍ରଦର୍ଶନୀ ଅନୁଷ୍ଠିତ

Get real time updates directly on you device, subscribe now.

ଭୁବନେଶ୍ୱର : ଜାତିର ପିତା ମହାତ୍ମା ଗାନ୍ଧିଙ୍କର ୧୫୦ ଜୟନ୍ତୀ ଅବସରରେ ଭୁବନେଶ୍ୱର ସ୍ଥିତି ଇନଷ୍ଟିଟ୍ୟୁଟ ଅଫ୍‌ ଇଞ୍ଜିନିୟରସ୍‌ ରେ ଏକ ଫଟୋ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗଦ୍ୱାରା ଏହି ପ୍ରଦର୍ଶନୀର ଆୟୋଜନ କରାଯାଇଛି ।
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟୟନାକ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁ ନନ୍ଦନ ଦାସ, ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ ମଲ୍ଲିକ ପ୍ରମୁଖ ଏହି ପ୍ରଦର୍ଶନୀକୁ ବୁଲି ଦେଖିଛନ୍ତି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons