ଆଜିର ରାଶିଫଳ

Get real time updates directly on you device, subscribe now.

ମେଷ: ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟାକୁ ନେଇ ଚିନ୍ତାରେ ରହିବେ । ସାଂସାରିକ କଳହ ଓ ଅଶାନ୍ତି ରହିବ । ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ବୃଷ: ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସହଯୋଗ ରହିବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ: ଷÂ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୁଃସାହସିକ ଭିତ୍ତିରେ କର୍ମ ତୁଲାଇବେ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ମହିଳାମାନେ ସ୍ୱାଧୀନ ଭାବରେ ସମୟ ବଢ଼ାଇବେ । ବାଣିଜ୍ୟରେ ଲାଭ ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
କର୍କଟ: ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ସଫଳ ହେବେ । ସାଂସାରିକ ଗୁରୁଜନମାନଙ୍କର ପରାମର୍ଶ କ୍ରମେ କର୍ମ କରିବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
ସିଂହ:ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ବିଳମ୍ବ ଦେଖାଦେବ । ସାଂସାରିକ ଖର୍ଚ୍ଚାନ୍ତ ରହିବ । ମହିଳାମାନେ ଆଳସ୍ୟ ରହିବେ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭଅଙ୍କ-୯, ଶୁଭ ରଙ୍ଗ-ମେରୁନ ।
କନ୍ୟା: ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ନିଜର ସାମର୍ଥ୍ୟ ଅନୁଯାୟୀ ଆଗେଇ ଚାଲିବେ । ଚାକିରିରେ ନିÂାପର ରହିବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍ଭର ।
ତୁଳା: ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଆର୍ଥିକ ପରିବର୍ତ୍ତନ ଆସିବ । ସାଂସାରିକ ସହଯୋଗ ମିଳିବ । ଚାକିରିରେ ସୁଚାରୁରୂପେ ସମ୍ପାଦନ କରିବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା ।
ବିଛା:ଶ୍ରୀଚନ୍ଦ୍ର କାରଣରୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ସାଂସାରିକ ଅତିଥିଙ୍କ ଆଗମନ ହୋଇପାରେ । ମହିଳାମାନେ ଯଶକୀର୍ତ୍ତି ପାଇବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍ ।
ଧନ: ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କିଛିଟା ସମସ୍ୟା ଭିତରେ ଗତି କରିବେ । ସାଂସାରିକ ଭୁଲ୍ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ମକର: ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୀର୍ଘଦିନର ସମସ୍ୟା ଦୂରିଭୁତ ହେବ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।
କୁମ୍ଭ: ଦଶମରେ ଚନ୍ଦ୍ରଙ୍କ ପାରଗମନ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ଉନ୍ନତି କରିବେ । ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର । ମୀନ: ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ସଫଳ ହେବେ । ସାଂସାରିକ ଧର୍ମ କର୍ମରେ ମନ ରହିବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons