ପିଏମ- ଜନମ ଜନ ସଚେତନତା କାର୍ଯ୍ୟକ୍ରମ

Get real time updates directly on you device, subscribe now.

{ ଗଜପତିରୁ ରେଣୁବାଳା ବେହେରାଙ୍କ ରିପୋର୍ଟ } : ଗଜପତି ଜିଲ୍ଲା ଗୁମ୍ମା ପଞ୍ଚାୟତ ସମିତି ଅନ୍ତର୍ଗତ କୁଲପାଡ଼ ଗ୍ରାମ ଠାରେ ସଉରା ଉନ୍ନୟନ ସଂସ୍ଥା, ଚନ୍ଦ୍ରଗିରି କାର୍ଯ୍ୟାଳୟ ସମ୍ମୁଖରେ ବ୍ୟକ୍ତିଗତ ମୌଳିକ ସୁବିଧା ପ୍ରଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ, ୱାର୍ଡ ମେମ୍ଵର ଏବଂ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଜନସାଧାରଣଙ୍କ ନିକଟରେ ସଚେତନତା କରଯାଇଥିଲା।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons